ହରିୟାଣୀ ଡ୍ୟାନ୍ସର ସପନା ଚୌଧୁରୀ ନିଜ ଡ୍ୟାନ୍ସକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଏନେଇ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ କମେଡିଆନ ଏବଂ ଅଭିନେତା ସୁନିଲ ଗ୍ରୋବରଙ୍କୁ ନିଜ ଇଶାରାରେ ନଚାଉଛନ୍ତି। ଲକଡାଉନ ସମୟରେ ସପନା ଏବଂ ସୁନୀଲଙ୍କର ଏହି ପୁରୁଣା ଡ୍ୟାନ୍ସ ଭିଡିଓ ଖୁବ୍ ଭାଇରାଲ ହେବାରେ ଲାଗିଛି।
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…