Categories: ମନୋରଂଜନ

ପ୍ରିୟଙ୍କା ଚୋପ୍ରାଙ୍କୁ କପି କଲେ ଏହି ପାକିସ୍ତାନୀ ଅଭିନେତ୍ରୀ, ୟୁଜର କଲେ ଟ୍ରୋଲ

ପ୍ରିୟଙ୍କା ଚୋପ୍ରା ନା କେବଳ ଦେଶରେ, ବରଂ ବିଦେଶରେ ବି ବହୁତ ଲୋକପ୍ରିୟ ହୋଇଯାଇଛନ୍ତି। ପଡ଼ିଶା ଦେଶ ପାକିସ୍ତାନରେ ମଧ୍ୟ ତାଙ୍କର ଅନେକ ଫ୍ୟାନ୍‌ ଅଛନ୍ତି। ସେଥିପାଇଁ ଜଣେ ପାକିସ୍ତାନୀ ଅଭିନେତ୍ରୀ ପ୍ରିୟଙ୍କାଙ୍କ ବିବାହ ଲେହେଙ୍ଗାକୁ କପି କରିଥିବାର ନଜର ଆସିଛନ୍ତି।
ପାକିସ୍ତାନୀ ଅଭିନେତ୍ରୀ ଇକରା ଅଜିଜ୍‌ ଏବେ ଏବେ ନିଜ ବୟଫ୍ରେଣ୍ଡ ୟାସିର୍‌ ହୁସେନଙ୍କ ସହିତ ବିବାହ କରିଛନ୍ତି।

ଏହି ସମୟରେ ଇକରା ଏକ ଲାଲ୍‌ ରଙ୍ଗର ଲେହେଙ୍ଗା ପିନ୍ଧିଥିଲେ। ଏହାସହିତ ସେ ହେଭି ଜୁଏଲର ମଧ୍ୟ କ୍ୟାରୀ କରିଥିଲେ। ବିବାହ ବେଳେ ଇକରା ନିଜ ଲୁକ୍‌କୁ ନେଇ ଖୁବ୍‌ ଚର୍ଚ୍ଚାରେ ରହିଥିଲେ। ଲାଲ୍‌ ରଙ୍ଗର ଲେହେଙ୍ଗାରେ ଇକରା ଖୁବ୍‌ ସୁନ୍ଦରୀ ଦିଶୁଥିଲେ। ତେବେ ଏହାକୁ ନେଇ ୟୁଜରମାନେ ତାଙ୍କୁ ଖୁବ୍‌ ଟ୍ରୋଲ କରିଛନ୍ତି।

Roshni

Recent Posts

ଶୁନଶାନ୍‌ ରାତିରେ ମନ୍ଦିରରେ ଘଣ୍ଟି ବଜାଇଲା ଭାଲୁ

ଜୟପୁର (କେନ୍ୟୁଜ) : ଏତେ ରାତିରେ କିଏ ବଜାଉଥିଲା ଘଣ୍ଟି । ରାତିରେ ନ ଶୋଇ ଏମିତି କିଏ ଘଣ୍ଟି…

15 mins ago

ବିରାଟଙ୍କ ଟିମ୍‌ ହାରିଯିବା ପରେ ଦୁଃଖରେ ଭାଙ୍ଗିପଡିଲେ ଅନୁଷ୍କା ଶର୍ମା, ଲୋକ କହିଲେ ‘ସବୁବେଳେ ସପୋର୍ଟ କରନ୍ତି’

ବିରାଟ କୋହଲିଙ୍କୁ ସପୋର୍ଟ କରିବା ପାଇଁ ଅନୁଷ୍କା ଶର୍ମା ସବୁବେଳେ ମ୍ୟାଚ ଦେଖିବାକୁ ପହଞ୍ଚିଯାଆନ୍ତି । ଖାସ୍‌ କରି ଆଇପିଏଲ…

31 mins ago

ବେଙ୍ଗାଲୁରୁର ୩ ବଡ଼ ହୋଟେଲକୁ ବୋମା ଧମକ, ପରିସରରେ ଚାଲିଛି ଛାନ୍‌ଭିନ୍‌

କେବଳ ଦିଲ୍ଲୀ ନୁହେଁ, କର୍ଣ୍ଣାଟକର ବେଙ୍ଗାଲୁରୁରେ ମଧ୍ୟ ବିଳାସମୟ ହୋଟେଲଗୁଡ଼ିକୁ ମିଳିଛି ବୋମା ଧମକ । ଇମେଲ୍‌ ଜରିଆରେ ବୋମା…

44 mins ago

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଘନୀଭୂତ ହେଉଛି ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ବଙ୍ଗୋପସାଗରରେ ଏବେ ଘନୀଭୂତ ହେଉଛି ଲଘୁଚାପ। ଏହା ଉତ୍ତର ପୂର୍ବ ଦିଗରେ…

44 mins ago

ଚୀନରେ ଭୟଙ୍କର ବିସ୍ଫୋରଣରେ ଉଡିଲା ବିଲିଡିଂ; ଜଣେ ମୃତ, ୩ ଆହତ

ଚୀନର ଏକ ବିଲିଡିଂରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣ ଯୋଗୁଁ ବିଲିଡିଂ ସଂପୂର୍ଣ୍ଣ ନଷ୍ଟ ହୋଇଛି । ଏଥିଯୋଗୁଁ ଜଣେ…

57 mins ago

କିଙ୍ଗ ଖାନ୍‌ଙ୍କ ସ୍ୱାସ୍ଥ୍ୟରେ ସୁଧାର, ଆଜି ମିଳିପାରେ ଡିସଚାର୍ଜ

ସୁପରଷ୍ଟାର ଶାହାରୁଖ ଖାନ ବର୍ତ୍ତମାନ ଅହମ୍ମଦାବାଦର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଶଂସକମାନେ ତାଙ୍କ ସ୍ୱାସ୍ଥ୍ୟ କିପରି ଅଛି…

1 hour ago