Categories: ମନୋରଂଜନ

ପୁଲଓ୍ଵାମା ଆତଙ୍କବାଦୀ ଆକ୍ରମଣ : ଫିଲ୍ମ ‘ଉରି’- ଦ ସର୍ଜିକାଲ୍‌ ଷ୍ଟ୍ରାଇକ୍‌’ଟିମ୍‌ ପକ୍ଷରୁ ସହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ରାଶି ପ୍ରଦାନ

ମୁମ୍ବାଇ: ଜମ୍ମୁ କାଶ୍ମୀରର ପୁଲଓ୍ଵାମାରେ ଆତଙ୍କବାଦୀ ଆକ୍ରମଣରେ ସହିଦ୍‌ ହୋଇଥିବା ବୀର ଜବାନଙ୍କ ପରିବାରକୁ ଚାରିଆଡୁ ସହାୟତାର ହାତ ଲମ୍ବିଛି । ଏହି ପରିପେକ୍ଷୀରେ ୨୦୧୯ରେ ରିଲିଜ୍ ହୋଇଥିବା ସୁପରହିଟ୍‌ ଫିଲ୍ମ ‘ଉରି: ଦ ସର୍ଜିକାଲ୍‌ ଷ୍ଟ୍ରାଇକ୍‌’ର ଟିମ୍‌ ମଧ୍ୟ ସହାୟତାର ହାତ ବଢ଼ାଇଛନ୍ତି । ସହିଦମାନଙ୍କ ପରିବାରକୁ ସମୁଦାୟ  ୧ କୋଟି ଟଙ୍କା ପ୍ରଦାନ କରିଛନ୍ତି । ଫିଲ୍ମର ପ୍ରଯୋଜକ ରୋନି ସ୍କ୍ରୁ ଓ୍ଵାଲା ସୋସିଆଲ୍‌ ମିଡିଆରେ ଏ ସଂପର୍କରେ ସୂଚନା ଦେଇଥିବାବେଳେ ସେ ଅନ୍ୟମାନଙ୍କୁ ମଧ୍ୟ ସହାୟତା ପ୍ରଦାନ କରିବାକୁ ବିନିତ ନିବେଦନ କରିଛନ୍ତି।

ତେବେ ପୂର୍ବରୁ ମଧ୍ୟ ବିଗ୍‌ ବି ଅମିତାଭ ବଚ୍ଚନ ମଧ୍ୟ ପ୍ରତି ସହିଦଙ୍କ ପରିବାରକୁ ୫ଲକ୍ଷ ଟଙ୍କାର ସହାୟତା ରାଶି ଦେବାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳୀ ବିରେନ୍ଦ୍ର ସେହେୱାଗ୍ ମଧ୍ୟ ସହିଦ ଯବାନଙ୍କ ପରିବାର ଆଡକୁ ସହାୟତାର ହାତ ବଢ଼ାଇଛନ୍ତି। ସେ ଯବାନଙ୍କ ପିଲାମାନଙ୍କର ସମସ୍ତ ପାଠପଢ଼ା ଖର୍ଚ୍ଚ ଉଠାଇବା ନେଇ ଘୋଷଣା କରିଛନ୍ତି। ତେବେ ଏହି ତାଲିକାରେ ଅନେକ କଳାକାର ଏବଂ ଖେଳାଳୀଙ୍କ ସହିତ ସାମିଲ ଅଛି ରିଲାଏନ୍ସ ଫାଉଣ୍ଡେସନ। ଏହି ସଂସ୍ଥା ମଧ୍ୟ ଯବାନଙ୍କ ପିଲାଙ୍କର ସମସ୍ତ ଖର୍ଚ୍ଚ ବହନ କରିବା ସହ ତାଙ୍କ ପାଠ ପଢ଼ା ସଠିକ ସ୍ଥାନରେ କିପରି ହେବ ତାହାର ଦାୟିତ୍ବ ବହନ କରିଛି।

Sonalisa

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

35 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

57 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

1 hour ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

1 hour ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago