ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ, ନିଆଁଲିଭା କାର୍ଯ୍ୟରେ ଓଡ୍ରାଫ ଓ ବନ କର୍ମଚାରୀ ମୁତୟନ
କରଞ୍ଜିଆ (କେନ୍ୟୁଜ): ଲିଭୁନି ଶିମିଳିପାଳର ନିଆଁ । ୨୭୫୦ ବର୍ଗ କିଲୋମିଟର ଶିମିଳିପାଳ ଅଭୟାରଣ୍ୟ ଏବେ ବିପଦରେ । ଗୋଟିଏ ପାହାଡ଼ରୁ ଆଉ ଗୋଟିଏ ପାହାଡ଼କୁ ନିଆଁ ମାଡି ଚାଲିଛି । ଗତକାଲି ଶିମିଳିପାଳରେ ନିଆଁ ଲାଗିନଥିଲା । ଆଜି ପୁଣି ସିମିଳିପାଳର ୮ ଟି ପଏଣ୍ଟରେ ଲାଗିଛି ନିଆଁ । ଦିନ ବେଳେ ନିଆଁ ଲାଗିବା ପଏଣ୍ଟ ଅଧିକ ହେବ ବୋଲି ଅନୁମାନ କରାଯାଉଛି । ନିଆଁ ଲିଭାଇବା ପାଇଁ ବନ ବିଭାଗ କର୍ମଚାରୀ ଓଡ୍ରାଫ ଟିମ ସାମିଲ ଅଛନ୍ତି ।…
Read More...