Odisha News
.

ଆନ୍ଧ୍ରପ୍ରଦେଶରେ ଘୂର୍ଣ୍ଣିବଳୟ ପ୍ରଭାବରେ ୧୮ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

କେନ୍ୟୁଜ୍: ଆନ୍ଧ୍ର ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ। ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ। କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝରରେ ସର୍ବାଧିକ ୧୮.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.