Odisha News

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

brushaବୃଷ : ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି।

mithunaମିଥୁନ : ଘରେ ହସଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

karkataକର୍କଟ : ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

singhaସିଂହ : ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

kanyaକନ୍ୟା : କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

tulaaତୁଳା : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

bichhaବିଛା : ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

dhanuଧନୁ : ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

makaraମକର : ବିବାହ ସ୍ଥିର ହୋଇପାରେ। ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

kumbhaକୁମ୍ଭ : ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

minaମୀନ : ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।

Loading...

Leave A Reply

Your email address will not be published.