ନୂଆ ତେଲ ମୂଲ୍ୟ ଜାରି, କମିଲା ପେଟ୍ରୋଲ ଓ ଡିଜେଲ ଦର
କିଛି ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଥିବାବେଳେ, ଭୁବନେଶ୍ୱରରେ ଦାମ ପରିବର୍ତ୍ତିତ ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୯ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୪୭ ପଇସାକୁ ହ୍ରାସ ପାଇଛି ।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ…
Read More...