ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

meshaମେଷ: ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। କୌଣସି ବ୍ୟକ୍ତିଙ୍କ ସହିତ ନୂଆ ପ୍ରକଳ୍ପ ନେଇ ଆଲୋଚନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

brushaବୃଷ: ବେପାରରେ ପୁରୁଣା ନିବେଶ ଅର୍ଥ ଫେରିପାଇବେ। ପରିବାରରେ ଖୁସି ବୃଦ୍ଧି ହେବ।

mithunaମିଥୁନ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଯେଉଁ କାମ ମନପ୍ରାଣ ଢାଳି କରିବେ ତହିଁରେ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ।

karkataକର୍କଟ: ବଡ଼ ନିଷ୍ପତ୍ତି ନେଇ ଜୀବନସାଥୀଙ୍କ ସମର୍ଥନ ପାଇବେ। ଯାହା ବି ନିଷ୍ପତ୍ତି ନେବେ ଲାଭପ୍ରଦ ହେବ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି। ଯୁବକଙ୍କୁ ଉପାର୍ଜନର ସୁଯୋଗ ମିଳିବ। ପ୍ରେମ ସ˚ପର୍କ ନିବିଡ଼ ହେବ।

singhaସି˚ହ: ଦିନଟି ଆପଣଙ୍କ ପାଇଁ ଉତ୍ତମ। ସରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ।

kanyaକନ୍ୟା: ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।

tulaaତୁଳା: ଯୋଜନାରେ ଥିବା ସବୁ କାମ ସହଜରେ ପୂରା ହୋଇଯିବ। ଅଭିଭାବକଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ବନ୍ଧୁଙ୍କ ଠାରୁ ଉଚିତ ପରାମର୍ଶ ପାଇବେ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଚାକିରିର ସୁଯୋଗ ମିଳିବ।

bichhaବିଛା: ଆପଣଙ୍କୁ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

dhanuଧନୁ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବ୍ୟବସାୟ କାମ ପାଇଁ ଦୂର ସ୍ଥାନକୁ ଯିବେ। ଜୀବନସାଥୀ ଆପଣଙ୍କ ପ୍ରତି ଦୟାଶୀଳ ରହିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ।

makaraମକର: କୌଣସି କାମରେ ଭାଇ ଭଉଣୀଙ୍କର ସହଯୋଗ ପାଇବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

kumbhaକୁମ୍ଭ: କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ରିସ୍କ ନେଲେ ଲାଭ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।

minaମୀନ: କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ।

Leave A Reply

Your email address will not be published.