ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ୱେ: ଡିଭାଇଡର୍ ଭାଙ୍ଗି ଟ୍ରକ୍କୁ ଧକ୍କା ଦେଲା ସ୍ଲିପର ବସ୍, ୪ ମୃତ; ୨୦ ଆହତ
ଉତ୍ତର ପ୍ରଦେଶର କନୌଜରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ୱେରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଡିଭାଇଡର୍ ଭାଙ୍ଗି ଅନ୍ୟ ପାର୍ଶ୍ୱରୁ ଆସୁଥିବା ଏକ ଟ୍ରକ୍କୁ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ତିରଭାର୍ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ପହଞ୍ଚି ମୃତଦେହଗୁଡ଼ିକୁ…
Read More...