ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

 

ମିଥୁନ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

 

କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

 

ସି˚ହ : ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

କନ୍ୟା : ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।

 

ତୁଳା : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

 

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

 

ବିଛା : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

 

ମକର : ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

 

କୁମ୍ଭ : ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

 

ମୀନ :ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

Pritiparna

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

13 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

17 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

20 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

25 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

37 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

43 mins ago