Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : କର୍ମକ୍ଷେତ୍ରରେ ଉନ୍ନତି କରିବେ । ଗୁରୁଜନଙ୍କ ସମ୍ମାନ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବୃଷ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଧୈର୍ଯ୍ୟର ସହ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ମିଥୁନ : ପରିବାରରେ ଶାନ୍ତି ମିଳିବ । ସ୍ୱାସ୍ଥ୍ୟର ଯତ୍ନ ନେବା ସହ ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ ।

କର୍କଟ :ମନରୁ ସନ୍ଦେହ ଭାବ ତ୍ୟାଗ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ସିଂହ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂଭାବ ଦୂର କଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

କନ୍ୟା : ସୁସ୍ୱାଦୁ ଭୋଜନ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯୁକ୍ତିତର୍କ ଠାରୁ ଦୂରରେ ରହନ୍ତୁ ।

ତୁଳା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦିନଟି ଭଲରେ କଟିବ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।

ବିଛା : ଅହଂ ଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।

ଧନୁ : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ମକର : ପରିବାରରେ ମନ ମିଳାଇ ଚଳନ୍ତୁ । ମାତାଙ୍କ ସହଯୋଗ ପାଇବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

କୁମ୍ଭ : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।

ମୀନ : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ଯୋଗ ରହିଛି।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

9 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

42 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

44 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

50 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

59 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

59 mins ago