Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ : ପରିବାରରେ ମନ ମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । କୌଣସି ଧର୍ମକାର‌୍ୟ୍ୟରେ ଯୋଗ ଦେବେ ।

ବୃଷ : ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ ।

ମିଥୁନ : ଶରୀର ଅସୁସ୍ଥ ରହିବ । ସୁସ୍ୱାଦୁ ଭୋଜନ ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ମାନ ସମ୍ମାନ ପ୍ରାପ୍ତି ହେବ ।

କର୍କଟ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହିବା ଭଲ । ଯୁକ୍ତିତର୍କରୁ ଦୂରେଇ ରହନ୍ତୁ ।

ସିଂହ : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଛୋଟ ଛୋଟ କଥାରେ ବ୍ୟତିବ୍ୟସ୍ତତା ଦେଖାଦେବ ।

କନ୍ୟା : ମନରୁ ସନ୍ଦେହ ଭାବ ତ୍ୟାଗ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରର ସହଯୋଗ ମିଳିବ ।

ତୁଳା : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଦୂର ଯାତ୍ରା କରିପାରନ୍ତି । ସ୍ୱାସ୍ଥ୍ୟ ଯତ୍ନ ନିଅନ୍ତୁ ।

ବିଛା : କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଧନୁ : ଦାମ୍ପତ୍ୟ ଜୀବନରେ ଖୁସି ଦେଖାଦେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଦେଖା ଦେଇପାରେ ।

ମକର : ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

କୁମ୍ଭ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ବେପାର ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ମୀନ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

18 mins ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

3 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

3 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

4 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

4 hours ago