Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ : ଶାରୀରିକ ପୀଡ଼ା ଦେଖା ଦେଇପାରେ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ଆର୍ଥିକ ସମସ୍ୟା ଦେଖାଦେବ ।

ବୃଷ : ଅହଂକାର ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଦୂର ଯାତ୍ରା କରନ୍ତୁ ନାହିଁ ।

ମିଥୁନ : ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ପରିବାରରେ ଅଶାନ୍ତି ଦେଖାଦେବ ।

କର୍କଟ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି ସହ ମାନସମ୍ମାନ ପ୍ରାପ୍ତି ହେବ ।

ସିଂହ : ମନକୁ ଆୟତ୍ତରେ ରଖନ୍ତୁ । ଖର୍ଚ୍ଚ ବୃଦ୍ଧି ହେବ । ମାନସିକ ଅଶାନ୍ତି ଭୋଗ କରିବେ ।

କନ୍ୟା : ଦୂରସ୍ଥାନକୁ ଯାତ୍ରା କରିବେ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ । ପରିବାରରେ ମନ ମିଳାଇ ଚଳନ୍ତୁ ।

ତୁଳା : କର୍ମ ଓ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ଆୟ ଉତ୍ତମ ରହିବ। ଗୁରୁଜନଙ୍କ ସମ୍ମାନ କରନ୍ତୁ ।

ବିଛା : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାନ ସମ୍ମାନ ପାଇବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ଧନୁ : ପରାକ୍ରମ କ୍ଷେତ୍ରରେ ଅସଫଳ ହେବେ । ବେପାର ବାଣିଜ୍ୟରେ ସଫଳତା ପାଇବେ । ପରିବାରର ସହଯୋଗ ପାଇବେ ।

ମକର : ଅହଂଭାବ ଦୂର କରନ୍ତୁ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

କୁମ୍ଭ : ଶରୀର ଅସୁସ୍ଥ ରହିବ । ଆୟ ମଧ୍ୟମ ରହିବ । ପିତାଙ୍କ ଶରୀର ଅସୁସ୍ଥ ରହିପାରେ ।

ମୀନ : ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।

KNews Bureau

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

8 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

23 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

33 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

44 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago