Below header

ଜାଣନ୍ତୁ ଆଜିର ଭାଗ୍ୟ !

mesha

ମେଷ : ଅଧିକ ପରିଶ୍ରମ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି।

brushaବୃଷ : ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମନ ଖୁସି ରହିବ।

mithunaମିଥୁନ : ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

karkataକର୍କଟ : ଦିନଟି ଭଲରେ କଟିବ। ନୂତନ ପୋଷାକ କିଣିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

singhaସିଂହ : ମାନ-ସମ୍ମାନ ମିଳିବ। ସୁସ୍ଥ ରହିବେ। ପରିବାରରେ ହସଖୁସିର ପରିବେଶ ରହିବ।

kanyaକନ୍ୟା : ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

tulaaତୁଳା : ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇ‍ବେ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ।

bichhaବିଛା : ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

dhanuଧନୁ : ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

makaraମକର : ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଦୁର୍ଘଟଣା ଯୋଗ ରହିଛି, ତେଣୁ ସତର୍କ ରୁହନ୍ତୁ।

kumbhaକୁମ୍ଭ : ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

minaମୀନ : ଶୁଭ ଖବର ଶୁଣି ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.