ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ: ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ନିଜକୁ ଠିକ୍ ପ୍ରମାଣିତ କରିବାରେ ସଫଳ ହେବେ। କିଛି ନୂଆ କରି ଦେଖାଇବାର ଇଚ୍ଛା ଜାଗ୍ରତ ହେବ। ବାଲ୍ୟ ବନ୍ଧୁଙ୍କ ସହିତ କଥାବାର୍ତ୍ତା କରିବେ। ବେପାରରେ ଲାଭ ପାଇବେ।

ବୃଷ: ନିତିଦିନିଆ ଜୀବନଶୈଳୀରେ ପରିବର୍ତ୍ତନ ଆଣିବେ। ବେପାରରେ ପୁରୁଣା ନିବେଶ ଅର୍ଥ ଫେରିପାଇବେ। ପରିବାରରେ ଖୁସି ବୃଦ୍ଧି ହେବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ।
ମିଥୁନ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ। ଆପଣଙ୍କର କାମ ସହଜରେ ସ˚ପୂର୍ଣ୍ଣ ହୋଇଯିବ। ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ।

କର୍କଟ: ଅଫିସରେ ଆପଣଙ୍କୁ ଅଶାନ୍ତି ଅନୁଭବ ହୋଇପାରେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରମାନେ ଲେଖାପଢ଼ାରେ ଅଧିକ ସମୟ ଦେବେ। ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କରିବେ। ଅଫିସରେ ଆପଣଙ୍କ କାମକୁ ପ୍ରଶ˚ସା ମିଳିବ। ବେପାରରେ ଉନ୍ନତି ହେବ।

ସି˚ହ: ଅଧୁରା କାମ ସ˚ପୂର୍ଣ୍ଣ ହୋଇଯିବ। ଜୀବନସାଥୀ ଆପଣଙ୍କ ଉପରେ ଖୁସି ରହିବେ। ସକାରାତ୍ମକ ଭାବନାରେ ମଗ୍ନ ରୁହନ୍ତୁ। ଆପଣଙ୍କୁ ଭଲ କାମ ପାଇଁ ସମ୍ମାନିତ କରାଯିବ। ପୁଞ୍ଜି ବଜାରରେ ନିବେଶ ପାଇଁ ନୂଆ ପରାମର୍ଶ ପାଇପାରନ୍ତି।

କନ୍ୟା: ଇଷ୍ଟଦେବଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ପରିଜନଙ୍କର ପୂରା ସହଯୋଗ ପାଇବେ। ଧାର ଦେଇଥିବା ଅର୍ଥ ମିଳିପାରେ। ବିଦ୍ୟାର୍ଥୀଙ୍କର ଅଧୢୟନରେ ମନ ଲାଗିବ।
ତୁଳା: ଧାର୍ମିକ ଭାବନାରେ ଅଧିକ ସମୟ ବିତିବ। ଚାକିରି ବୃତ୍ତିରେ କିଛି ପରିବର୍ତ୍ତନ ହୋଇପାରେ। ନିଜର ବନ୍ଧୁମାନଙ୍କ ସହିତ ଭଲରେ ସମୟ ଅତିବାହିତ କରିବେ।

ବିଛା: ମୁଣ୍ଡରେ ନୂଆ ନୂଆ ଚିନ୍ତା ଘୂରିବୁଲିବ। ଆପଣ ପରିଶ୍ରମର ସ˚ପୂର୍ଣ୍ଣ ଫଳ ପାଇବେ। ଆର୍ଥିକ ପ୍ରସଙ୍ଗକୁ ନେଇ ଟିକେ ସତର୍କ ରୁହନ୍ତୁ। ଅବିବାହିତଙ୍କୁ ଭଲ ଖବର ମିଳିପାରେ।

ଧନୁ: ବେପାରରୁ ପ୍ରଚୁର ଲାଭ ପାଇବେ। ବାହନ କିଣିବା ଲାଗି ଆଗ୍ରହ ବଢ଼ିବ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ। ଘରୋଇ କାମ ବିନା ବାଧାରେ ସ˚ପୂର୍ଣ୍ଣ ହେବ। କୌଣସି କାମରେ ଅନ୍ୟମାନଙ୍କର ସାହାଯ୍ୟ ମିଳିବ।
ମକର: ଆପଣଙ୍କୁ ଆନନ୍ଦଦାୟକ ଅନୁଭୂତି ମିଳିବ। ଖାସ୍‌ କାମରେ ଲାଭ ମିଳିପାରେ। ପାରିବାରିକ ଜୀବନ ସୁଖମୟ ହେବ। ଛାତ୍ରଙ୍କର ସାଙ୍ଗ ସହିତ ମିଳାମିଶା ବଢ଼ିବ।

କୁମ୍ଭ: ଆପଣଙ୍କର ଶକ୍ତିର ସ୍ତର ଭଲ ରହିବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ପରିବାରରେ ଲାଗିରହିଥିବା ଅଶାନ୍ତି ଦୂର ହେବ। ସୁସମ୍ବାଦ ପାଇବେ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

ମୀନ: କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଲାଭ ପାଇବେ। ରାଜନୈତିକ ଲୋକଙ୍କ ଲାଗି ଦିନଟି ଶୁଭ। ଜୀବନସାଥୀଙ୍କ ଠାରୁ ପ୍ରେମ ପାଇବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।

KNews Bureau

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

4 hours ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

7 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

7 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

7 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

8 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

8 hours ago