ଜାଣନ୍ତୁ ଆଜିର ଭାଗ୍ୟ

mesha

ମେଷ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ବେପାର ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

brushaବୃଷ : ଗୁରୁଜନଙ୍କୁ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଅହଙ୍କାର ତ୍ୟାଗ କରନ୍ତୁ ।

mithunaମିଥୁନ : ଧନ ଲାଭ ଯୋଗ ରହିଛି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ ।

karkataକର୍କଟ : ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

singhaସିଂହ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣ ରଖିବା ସହ ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।kanyaକନ୍ୟା : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୋର୍ଟକଚେରୀ ମାମଲାରୁ ଦୂରେଇ ରହନ୍ତୁ ।

tulaaତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । କ୍ରୋଧ ନିୟନ୍ତ୍ରଣରେ ରଖନ୍ତୁ । ଶରୀର ଅସୁସ୍ଥ ରହିପାରେ ।

bichhaବିଛା : କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

dhanuଧନୁ : ଦାମ୍ପତ୍ୟ ଜୀବନରେ ଖୁସି ଦେଖାଦେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଦେଖା ଦେଇପାରେ ।

makaraମକର : ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

kumbhaକୁମ୍ଭ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

minaମୀନ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.