Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଦିନଟି ଆପଣଙ୍କୁ ଅଧିକ ଲାଭ ଦେବ। ଲୋକଙ୍କ ବିଶ୍ବାସ ଆପଣଙ୍କ ଉପରେ ବଜାୟ ରହିବ। ଦୂରସ୍ଥାନକୁ ଯାତ୍ରାରେ ଯିବେ।

ବୃଷ : କର୍ମକ୍ଷେତ୍ରରେ ଭଲ ନିୟମ ତିଆରି କରି ତଦନୁସାରେ କାମ କରିବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ବୃଦ୍ଧି ହେବ।

ମିଥୁନ : ନୂଆ ରଣ କୌଶଳ ଆପଣଙ୍କ ଲାଗି ଲାଭଦାୟକ ହେବ। ଜୀବନସାଥୀଙ୍କ ଠାରୁ ପ୍ରେମ ଓ ସୁଖ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଭଲ।

କର୍କଟ : ଇଷ୍ଟଦେବ ଆରାଧନାରେ ମନକୁ ଶାନ୍ତି ମିଳିବ। ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ-ଶାନ୍ତି ବଢ଼ିବ।

ସି˚ହ : ଆତ୍ମସମୀକ୍ଷାରେ ସମୟ ବିତିବ। ଆପଣଙ୍କ ସହିତ ଭୁଲ କରିଥିବା ବ୍ୟକ୍ତିଙ୍କୁ କ୍ଷମା କରିବେ। ମନ୍ଦିରକୁ ଯାଇ ଠାକୁର ଦର୍ଶନ କରନ୍ତୁ, ଆଶା ପୂରଣ ହେବ।

କନ୍ୟା : ବ୍ୟବସାୟରେ ପ୍ରଗତି। ଭଲ ଲୋକଙ୍କ ସହାୟତାରେ ଧନଲାଭର ଯୋଗ। ଜୀବନସାଥୀଙ୍କ ଠାରୁ ପ୍ରେମ ଓ ସୁହାଗ ମିଳିବ।

ତୁଳା : ବ୍ୟାବସାୟିକ କାର୍ଯ୍ୟରେ ବଡ଼ ଲୋକଙ୍କ ସହ ସାକ୍ଷାତ୍‌ ଓ ଆଲୋଚନା ଲାଭପ୍ରଦ ହେବ। ଚାକିରିରେ କର୍ତ୍ତୃତ୍ବ ବଢ଼ିବ। ଭୂସ˚ପତ୍ତି କିଣିବା ଯୋଗ ରହିଛି।

ବିଛା : ସକାରାତ୍ମକ ଭାବନା ଓ ଶକ୍ତିକୁ ପ୍ରୟୋଗ କରନ୍ତୁ। ଶିକ୍ଷାକ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ପାଇବେ। ବିବାହିତଙ୍କ ଲାଗି ଦିନଟି ଭଲ।

ଧନୁ : କ୍ୟାରିଅର ସମ୍ବନ୍ଧରେ ବିଚାର ବିମର୍ଶ କରିବେ। ରାଜନୀତିରେ ଲାଭ ମିଳିପାରେ। ଛାତ୍ରୀଙ୍କୁ ପରୀକ୍ଷାରେ ଭଲ ଫଳ ମଳିବ।

ମକର : ମିତ୍ରଙ୍କ ସହାୟତା ପାଇବେ। ଧନଲାଭର ନୂଆ ରାସ୍ତା ଖୋଲିବ। ଲିଖନ କାର୍ଯ୍ୟରେ ରୁଚି ରହିବ। ଧର୍ମସ୍ଥାନକୁ ଯାତ୍ରାରେ ଯାଇପାରନ୍ତି।

କୁମ୍ଭ : ସାରା ଦିନ ଖୁସି ଓ ସ‌େତଜ ରହିବେ। ଅଟକିଥିବା ଅର୍ଥ ଫେରିପାଇବେ। ବୈବାହିକ ସମସ୍ୟାର ସମାଧାନ ହେବ।

ମୀନ: ଆତ୍ମବିଶ୍ୱାସର ସ୍ତର ଉଚ୍ଚା ରହିବ। କାମକୁ ସ˚ପୂର୍ଣ୍ଣ କରିବା ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଜାୟ ରହିବ।

 

KNews Bureau

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

51 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

1 hour ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

1 hour ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago