Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : କର୍ମକ୍ଷେତ୍ରରେ ଉନ୍ନତି କରିବେ । ଗୁରୁଜନଙ୍କ ସମ୍ମାନ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବୃଷ : ସୁସ୍ୱାଦୁ ଭୋଜନ ସହ ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଧୈର‌୍ୟ୍ୟର ସହ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ମିଥୁନ : ମନରୁ ସନ୍ଦେହଭାବ ତ୍ୟାଗ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

କର୍କଟ : ପରିବାରରେ ଶାନ୍ତି ମିଳିବ । ସ୍ୱାସ୍ଥ୍ୟର ଯତ୍ନ ନେବା ସହ ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ ।

ସିଂହ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂଭାବ ଦୂର କଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

କନ୍ୟା : ସୁସ୍ୱାଦୁ ଭୋଜନ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯୁକ୍ତିତର୍କ ଠାରୁ ଦୂରରେ ରହନ୍ତୁ ।

ତୁଳା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦିନଟି ଭଲରେ କଟିବ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।

ବିଛା : ଅହଂ ଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।

ଧନୁ : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ମକର : ପରିବାରରେ ମନ ମିଳାଇ ଚଳନ୍ତୁ । ମାତାଙ୍କ ସହଯୋଗ ପାଇବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

କୁମ୍ଭ : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।

ମୀନ : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ହେବ ।

KNews Bureau

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

4 hours ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

5 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

6 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

7 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

7 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

8 hours ago