Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

ବୃଷ : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ମିଥୁନ : ଧନ ଲାଭ ଯୋଗ ରହିଛି । ଗୁରୁଜନଙ୍କ ସମ୍ମାନ କରନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

କର୍କଟ : ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ସିଂହ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣରେ ରଖିବା ସହ ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଦୂରଯାତ୍ରା କରନ୍ତୁ ନାହିଁ ।

କନ୍ୟା : କର୍ମକ୍ଷେତ୍ରରେ ସଜାଗ ରହିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ ।

ତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

ବିଛା : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

ଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ମକର : ଶରୀର ଅସୁସ୍ଥ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

କୁମ୍ଭ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି ।

ମୀନ : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ପରିବାରରେ ମନମିଳାଇ ଚଳନ୍ତୁ ।

KNews Bureau

Recent Posts

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

3 seconds ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

2 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

7 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

15 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

33 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

35 mins ago