ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

mesha

ମେଷ : ସୁସ୍ୱାଦୁ ଭୋଜନ କରିବେ । ପରିବାରରେ ଆନନ୍ଦ ମିଳିବ । ସ୍ୱାସ୍ଥ୍ୟର ଯତ୍ନ ନେବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

brushaବୃଷ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରରେ ସହଯୋଗ ମିଳିବ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

mithunaମିଥୁନ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଭାବିଚିନ୍ତି ଧନନିବେଶ କରନ୍ତୁ । ବନ୍ଧୁ ମିଳନ ଯୋଗ ରହିଛି । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ ।

karkataକର୍କଟ : ସୁସ୍ୱାଦୁ ଭୋଜନ ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ଦୂର ଯାତ୍ରା ଯୋଗ ରହିଛି । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

singhaସିଂହ : ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ ।

kanyaକନ୍ୟା : ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ମାନସମ୍ମାନ ପ୍ରାପ୍ତି ଅଛି ।

tulaaତୁଳା : ପରିବାରରେ ଅଶାନ୍ତି ଦେଖାଦେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

bichhaବିଛା : ସୁସ୍ୱାଦୁ ଭୋଜନ ସହ କର୍ମକ୍ଷେତ୍ରରେ ଉନ୍ନତି ହେବ । ଅହଂଭାବ ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

dhanuଧନୁ : ଆୟ ମଧ୍ୟମ ରହିବ । ପରିବାରରେ ମନ ମିଳାଇ ଚଳନ୍ତୁ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ସୁସ୍ୱାଦୁ ଭୋଜନ କରିବେ ।

makaraମକର : ପିତାଙ୍କ ଶରୀର ଅସୁସ୍ଥ ରହିବ । ପରିବାର ମଧ୍ୟରେ ଅଶାନ୍ତି ଦେଖାଦେବ । ବନ୍ଧୁ ମିଳନ ଯୋଗ ରହିଛି ।

kumbhaକୁମ୍ଭ : ଧନର ଆଦାନ ପ୍ରଦାନକୁ ନେଇ ଚିନ୍ତିତ ରହିବେ । ପରିବାରର ସହଯୋଗ ପାଇବେ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ ।

minaମୀନ : ଧନଲାଭ ସହ ମାନସମ୍ମାନ ପ୍ରାପ୍ତି ହେବ । ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.