Below header

ଜାଣନ୍ତୁ ଆଜିର ଭାଗ୍ୟ !

mesha

ମେଷ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

brushaବୃଷ : ପରିବାରର ସହଯୋଗ ପାଇବେ । ଭ୍ରମଣ ଯୋଗ ରହିଛି । ମାନସିକ ଅଶାନ୍ତି ଭୋଗ କରିବେ ।

mithunaମିଥୁନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଧନଲାଭ ହେବ । କୌଣସି ଧର୍ମ କାର‌୍ୟ୍ୟରେ ଯୋଗ ଦେଇ ପାରନ୍ତି ।

karkataକର୍କଟ : ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ବେପାର ପାଣିଜ୍ୟରେ ସଫଳତା ପାଇବେ । ମାନ ସମ୍ମାନ ପ୍ରାପ୍ତି ହେବ ।

singhaସିଂହ : ଶତ୍ରୁବୃଦ୍ଧି ହେବେ । ଭ୍ରମଣ ଯୋଗ ରହିଛି । ଆୟ ଉତ୍ତମ ରହିବ ।

kanyaକନ୍ୟା : କର୍ମେକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ସନ୍ତାନକୁ ନେଇ ଚିନ୍ତାବୃଦ୍ଧି ହେବ ।

tulaaତୁଳା : ପରିବାରରେ ମନ ମିଳାଇ ଚଳନ୍ତୁ । ପିତାଙ୍କ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଉଚ୍ଚ ପଦବୀ ପାଇବେ ।

bichhaବିଛା : ସୁସ୍ୱାଦୁ ଭୋଜନ କରିବେ । ବେପାର ବାଣିଜ୍ୟରେ ସଫଳତା ପାଇବେ । ମାନସିକ ଶାନ୍ତି ମିଳିବ ।

dhanuଧନୁ : ପାରିବାରିକ ସମସ୍ୟା ଦେଖାଦେବ । ଚିନ୍ତାବୃଦ୍ଧି ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

makaraମକର : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୁରେଇ ରହନ୍ତୁ ।

kumbhaକୁମ୍ଭ : ଶରୀର ଅସୁସ୍ଥ ରହିବ । ଆୟ ମଧ୍ୟମ ରହିବ । ପରିବାରରେ ମନ ମିଳାଇ ଚଳନ୍ତୁ ।

minaମୀନ : ବିଦ୍ୟାର୍ଥୀ ସଫଳତା ଅର୍ଜନ କରିବେ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ପାରିବାରିକ ସମସ୍ୟା ଦୂର ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.