ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

 

ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

 

ମିଥୁନ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

 

କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

 

ସି˚ହ : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

 

ତୁଳା : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

 

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

 

ବିଛା : ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

 

ମକର : ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

 

କୁମ୍ଭ : ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

 

ମୀନ : ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।

Pritiparna

Recent Posts

ଆଜି ଶ୍ରୀ ମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

26 seconds ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

9 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

11 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

18 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

44 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

53 mins ago