ଜାଣନ୍ତୁ ଆଜିର ଭାଗ୍ୟ !

mesha

ମେଷ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

brushaବୃଷ: ଦିନଟି ଏତେଟା ଭଲରେ କଟିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

mithunaମିଥୁନ: ଦାମ୍ପତ୍ୟ ଜୀବନ ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅପରାହ୍ନ ପରେ ଅଳସୁଆ ଅନୁଭବ କରିବେ।

karkataକର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟରେ କ୍ଷତି ସହିପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

singhaସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖାଦ୍ୟପେୟ ଉପରେ ନଜର ରଖନ୍ତୁ।

kanyaକନ୍ୟା: ଦିନଟି ଭଲରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦ୍ୱିପ୍ରହର ପରେ କୌଣସି କଥାକୁ ନେଇ ଚିନ୍ତିତ ହୋଇପାରନ୍ତି।

tulaaତୁଳା: ଆତ୍ମବିଶ୍ୱାସ ବଢ଼ିବ। ମନୋରଞ୍ଜନ ପାଇଁ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧୈର୍ଯ୍ୟ ସହ କାର୍ଯ୍ୟ କରନ୍ତୁ।

bichhaବିଛା: ଘରେ ସୁଖଶାନ୍ତିର ପରିବେଶ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।

dhanuଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଧନପ୍ରାପ୍ତି ଯୋଗ ରହିଛି। ଘରେ ଧାର୍ମିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

makaraମକର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

kumbhaକୁମ୍ଭ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ମନ ବିଚଳିତ ରହିବ।

minaମୀନ: ଅଧିକ ପରିଶ୍ରମ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କାହାକୁ ଟଙ୍କା ଦିଅନ୍ତୁ ନାହିଁ, ନମିଳିବାର ସମ୍ଭାବାନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.