Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଆଜି ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଦେଖାଦେଇପାରେ। ବ୍ୟବସାୟରେ ସାହାଯ୍ୟ ପାଇପାରିବେ।

ବୃଷ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଆଜି ଆପଣ ବାହାରକୁ ବୁଲିବାକୁ ଯାଇପାରନ୍ତି। ନୂଆ ସାଙ୍ଗ କରିବେ।

ମିଥୁନ : ଆପଣଙ୍କ ସ୍ବଭାବ ପାଇଁ ଆଜି ଆପଣଙ୍କୁ କିଛି ଖୁସି ଖବର ମିଳିପାରେ। ଏହି ଖୁସି ଦ୍ବାରା ଆପଣ ପ୍ରିୟଜନଙ୍କ ସହ ଦେଖା ହୋଇପାରିବେ।

କର୍କଟ : ଅହଂଭାବ ଦୂର କରନ୍ତୁ । ପୁରୁଣା ବିଚାର ତ୍ୟାଗ କରି ଜୀବନରେ ନୂଆ ବିଚାର ଆଣିବେ। ନୂଆ ବିଚାରରେ ଜୀବନରେ ଆସିଥିବା ପରିବର୍ତ୍ତନକୁ ଦେଖି ଆପଣ ନିଜେ ଖୁବ୍ ଖୁସି ହେବେ। କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହିବା ଭଲ ।

ସିଂହ : କୌଣସି କାମରେ ଆପଣ ସଫଳତା ପାଇପାରିବେ। ବିଦ୍ୟାର୍ଥୀମାନଙ୍କୁ ସଫଳତା ମିଳିବ। ଚାକିରୀ କ୍ଷେତ୍ରରେ ଲାଭ ପାଇବେ।

କନ୍ୟା : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଯାହା ଆପଣ ବହୁତ ପୂର୍ବରୁ କରିବା ପାଇଁ ଚାହୁଁଥିଲେ ସେଥିପ୍ରତି ଧ୍ୟାନ ଦେବେ।

ତୁଳା : ଧର୍ମକାର୍ଯ୍ୟରେ ଯୋଗ ଦେବେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ଆପଣ ଆଖି ବନ୍ଦ କରି ବିଶ୍ବାସ କରୁଥିବା ଅଭ୍ୟାସ ପରିବର୍ତ୍ତନ କରନ୍ତୁ। ନଚେତ୍ କୌଣସି ଦିନ ଆପଣ ସମସ୍ୟାରେ ପଡ଼ିପାରନ୍ତି।

ବିଛା : ଆପଣ ଯଦି ନିଜ କାର୍ଯ୍ୟକୁ ସ୍ଥିର ହୋଇଥିବା ତାରିଖ ପୂର୍ବରୁ ଶେଷ କରିପାରୁ ନାହାନ୍ତି ତେବେ ସାବଧାନ ରୁହନ୍ତୁ। କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

ଧନୁ : ଆଜି ଆପଣ ସାମାନ୍ୟ ଦୁଃଖିତ ରହିବେ। କାରଣ ଆଜି ଆପଣଙ୍କୁ ନିଜ ଲୋକ ହିଁ ନିରାଶ କରିପାରନ୍ତି।ପିତାଙ୍କ ଶରୀର ଅସୁସ୍ଥ ରହିବ । ପରିବାର ସହଯୋଗ ପାଇବେ । ଭ୍ରମଣ ଯୋଗ ରହିଛି ।

ମକର :ଆପଣଙ୍କ ମଧୁର ବ୍ୟବହାର ଲୋକମାନଙ୍କୁ ପ୍ରଭାବିତ କରିବ। ଧ୍ୟାନ ରଖନ୍ତୁ ଏହି ପରିବର୍ତ୍ତନ କେବଳ ବାହାରୁ ନୁହେଁ ଭିତରୁ ହେବା ଉଚିତ।

କୁମ୍ଭ : ଆଜି ଆପଣ ସାମାନ୍ୟ ଚିନ୍ତାରେ ରହିପାରନ୍ତି। ଅତ୍ୟଧିକ ଦାୟିତ୍ବ ନେଇ ପାରନ୍ତି। ପରିବାର ସଦସ୍ୟ ଆପଣଙ୍କ ଠାରୁ ସାହାଯ୍ୟ ପାଇଁ ଆଶା କରିପାରନ୍ତି।

ମୀନ : ଆଜି ଆପଣ ଆବଶ୍ୟକ ପଡ଼ିଲେ କୌଣସି ବନ୍ଦୁଙ୍କ ସାହାଯ୍ୟ ନେଇ ପାରିବେ। ସାହାଯ୍ୟ ଦ୍ବାରା ଆପଣ ନିଜର ଚିନ୍ତାକୁ ହାଲକା କରିପାରିବେ। ନିଜର ଭଳପାଇବାକୁ ହାସଲ କରିବା ପାଇଁ ବିଲକୁଲ୍ ସଂକୋଚ କରନ୍ତୁ ନାହିଁ।

KNews Bureau

Recent Posts

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

19 mins ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

26 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

41 mins ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

1 hour ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

1 hour ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

2 hours ago