ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ବୃଷ : ମନ ପ୍ରସନ୍ନ ରହିବ। ବିଦେଶ ଯିବାକୁ ଯୋଜନା କରିପାରନ୍ତି। ବ୍ୟବସାୟରେ କ୍ଷତି ହୋଇପାରେ। ଅଧିକ ପରିଶ୍ରମ କରିବେ।

ମିଥୁନ : ଜଗିରଖି କାର୍ଯ୍ୟ କରନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।

କର୍କଟ : ବିପରୀତ ଲିଙ୍ଗର ଲୋକଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଘରେ ହସ ଖୁସିର ବାତାବରଣ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ସି˚ହ : ଶୁଭ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଭାଗ୍ୟ ବୃଦ୍ଧି ହୋଇପାରେ।

କନ୍ୟା : ଚିନ୍ତିତ ରହିବେ। ମନ ବିଚଳିତ ହୋଇପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ତୁଳା : ଅଳସୁଆ ଅନୁଭବ କରିବେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବିଛା : କାର୍ଯ୍ୟରେ ସଫଳତା ମିଳିବ। ଶରୀର ଫୂର୍ତ୍ତି ରହିବ। ଆଧ୍ୟାତ୍ମିକ କ୍ଷେତ୍ରରେ ରୁଚି ବଢ଼ିବ।

ଧନୁ : ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କୌଣସି କଥାକୁ ନେଇ ମନରେ ଦ୍ୱଦ୍ୱ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର : ପୂଜା-ପାଠରେ ବ୍ୟସ୍ତ ରହିବେ। ମାନ-ସମ୍ମାନ ମିଳିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

କୁମ୍ଭ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପୂଜାପାଠରେ ଅଧିକ ଖର୍ଚ୍ଚ କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ : କୌଣସି ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ଠାରୁ ଶୁଭ ଖବର ଶୁଣି ପାରନ୍ତି।

KNews Bureau

Recent Posts

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

49 mins ago

ଶ୍ରୀମନ୍ଦିରରେ ଲାଗିଲା ଫୋକସ୍‌ ଲାଇଟ୍‌, ଆଲୋକମାଳାରେ ଝଲସିଲା ଶ୍ରୀମନ୍ଦିର

ପୁରୀ: ପୁଣି ଫୋକସ୍‌ ଲାଇଟ୍‌ ରେ ଝଟକିବ ଶ୍ରୀମନ୍ଦିର । ଆଲୁଅରେ ଝଲସି ଉଠିବ ବଡ଼ ଦେଉଳ । ଆଲୋକମାଳାରେ…

1 hour ago

୬ ଜଣ ଛାତ୍ରଛାତ୍ରୀ ମନ୍ଦିର ବୁଲିବାକୁ ଯାଇଥିଲେ ହେଲେ ଘଟିଗଲା ବଡ଼ ଅଘଟଣ

ରାଉରକେଲା: କେଡ଼େ ଖୁସିରେ ବେଦବ୍ୟାସ ମନ୍ଦିର ବୁଲି ଯାଇଥିଲେ ୬ ଜଣ ବନ୍ଧୁ। ମନ୍ଦିର ବୁଲୁ ବୁଲୁ ଅସହ୍ୟ ତାତିରେ…

2 hours ago

ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ ମଞ୍ଚରେ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର (କେନ୍ୟୁଜ୍‌) : ଭାରତୀୟ ସିନେମା ଓ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓ ଆଉ ନାହାନ୍ତି।…

3 hours ago

କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ, ରେସରେ ଅଛନ୍ତି ଧର୍ମେନ୍ଦ୍ର ଓ ମନମୋହନ

ଭୁବନେଶ୍ୱର :  କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ? ରେସରେ ଆଗରେ ଅଛନ୍ତି ଧର୍ମେନ୍ଦ୍ର ପ୍ରଧାନ ଓ ମନମୋହନ…

3 hours ago

ଟ୍ରେନରେ ଚଢ଼ିଯାଇଛନ୍ତି କିନ୍ତୁ ଟିକେଟ ହଜିଯାଇଛି ତ କଣ କରିବେ ଜାଣନ୍ତୁ, ନଚେତ ହେବେ ହଇରାଣ

ଟିକେଟ ହଜିଯାଇଥିଲେ କିମ୍ବା ଚିରାଫଟା ହୋଇଯାଇଥିଲେ ତଥାପି ବି ଆପଣ ଟ୍ରେନରେ ଯାତ୍ରା କରିପାରିବେ । ଏମିତି ଅନେକ ଲୋକଙ୍କ…

3 hours ago