Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ

ମେଷ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ମାନ ସମ୍ମାନ ପ୍ରାପ୍ତି ଅଛି । ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ ।

ବୃଷ : ବିଦେଶ ଯାତ୍ରା ସଫଳ ହେବ । ପରିବାରର ସହଯୋଗ ମିଳିବ । ପରାକ୍ରମ କ୍ଷେତ୍ରରେ ବିଜୟ ଲାଭ କରିବେ ।

ମିଥୁନ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଶରୀର ଅସୁସ୍ଥ ରହିବ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

କର୍କଟ : ବେପାର ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ । ଗୁରୁଜନଙ୍କ ସହଯୋଗ ମିଳିବ । ସୁସ୍ୱାଦୁ ଭୋଜନ କରିବେ।

ସିଂହ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ସ୍ଥିରମନରେ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

କନ୍ୟା : ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ ।

ତୁଳା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବିଛା : ଭାବିଚିନ୍ତି ଧନ ନିବେଶ କରନ୍ତୁ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ । କ୍ରୋଧ ନିୟନ୍ତ୍ରଣରେ ରଖନ୍ତୁ ।

ଧନୁ : ଧନଲାଭ ଯୋଗ ରହିଛି । ପରିବାରରେ ମନ ମିଳାଇ ଚଳନ୍ତୁ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ ।

ମକର : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ ।

କୁମ୍ଭ : କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

 

ମୀନ : ଭ୍ରମଣ ଯୋଗ ରହିଛି । ପରିବାରରେ ଶାନ୍ତି ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

6 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

10 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

10 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

10 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

10 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

11 hours ago