ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ: ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।

ବୃଷ: ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

ମିଥୁନ: ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

କର୍କଟ: ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

ସି˚ହ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

କନ୍ୟା: ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

ତୁଳା: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

ବିଛା: ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

ବିଛା: ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

ମକର: ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

କୁମ୍ଭ: ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

ମୀନ: ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

4 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

6 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

13 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

21 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

22 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

39 mins ago