Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ମନରେ ଦ୍ୱନ୍ଦ୍ୱ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଅଳସୁଆ ଅନୁଭବ କରିବେ।

ବୃଷ : ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ : ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ : ଆୟଠାରୁ ବ୍ୟୟ ଅଧିକ ହେବ। ଚାକିରି କ୍ଷେତ୍ରରେ କୌଣସି କଥାକୁ ନେଇ ଅଶାନ୍ତି ଦେଖା ଦେଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ : ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା : ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା : ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗହଣା କିଣିପାରନ୍ତି।

ବିଛା : ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ବ୍ୟସ୍ତତା ଭିତରେ ଦିନଟି କଟିବ।

ଧନୁ : ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଚାକିରିକ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ଖୁସି ଖବର ଶୁଣିପାରନ୍ତି।

ମକର : ମକଦ୍ଦମାରେ ବିଜୟୀ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

କୁମ୍ଭ : କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

ମୀନ : ଜୀବନସାଥିଙ୍କ ସହଯୋଗ ମିଳିବ। ଉତ୍ତମ ଭୋଜନ କରିବେ। ଉପହାର ମିଳିପାରେ।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

15 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

27 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

37 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

40 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago