Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ : ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ : ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କର୍କଟ : ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

ସି˚ହ : ବାପାମା’ଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା : ପିତାଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

ତୁଳା : ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ବିଛା : ଜଳାଶୟଠାରୁ ଦୂରେଇ ରୁହନ୍ତୁ। ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ।

ଧନୁ : ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ।

ମକର : ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ : ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଘରକୁ ଅତିଥି ଆସିପାରନ୍ତି।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

2 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

5 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

6 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

6 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

8 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

9 hours ago