ରାଶିଫଳ

ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

ମିଥୁନ : ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

ସି˚ହ : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

ତୁଳା : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

ବିଛା : ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

ମକର : ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

କୁମ୍ଭ : ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

ମୀନ : ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।

Pritiparna

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

25 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

28 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

34 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

43 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

43 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago