Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବୃଷ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ମିଥୁନ : ଧନଲାଭ ଯୋଗ ରହିଛି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପରିବାରରେ ମନ ମିଳାଇ ଚଳନ୍ତୁ ।

କର୍କଟ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣରେ ରଖିବା ସହ ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।

ସିଂହ : ଧନଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

କନ୍ୟା : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ ।

ତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

ବିଛା : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

ଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ମକର : ଶରୀର ଅସୁସ୍ଥ ରହିପାରେ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

କୁମ୍ଭ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି ।

ମୀନ : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ପରିବାରରେ ମନମିଳାଇ ଚଳନ୍ତୁ ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

5 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

8 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

8 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

8 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

10 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

11 hours ago