ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

mesha

ମେଷ: ମିଠା କଥା କହି ଲୋକଙ୍କ ମନ ଜିତିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

brushaବୃଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

mithunaମିଥୁନ: ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

karkataକର୍କଟ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

singhaସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

kanyaକନ୍ୟା: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ।

tulaaତୁଳା: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

bichhaବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲି ମକଦ୍ଦମାରେ ବିଜୟୀ ହେବେ।

dhanuଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

makaraମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

kumbhaକୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

minaମୀନ: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.