ରାଶିଫଳ

ଜାଣନ୍ତୁ ଆଜି କେମିତି କାଟିବ ଆପଣଙ୍କ ଦିନ

ମେଷ : ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। କୌଣସି ବ୍ୟକ୍ତିଙ୍କ ସହିତ ନୂଆ ପ୍ରକଳ୍ପ ନେଇ ଆଲୋଚନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

ବୃଷ : ନିତିଦିନିଆ ଜୀବନଶୈଳୀରେ ପରିବର୍ତ୍ତନ ଆଣିବେ। ବେପାରରେ ପୁରୁଣା ନିବେଶ ଅର୍ଥ ଫେରିପାଇବେ। ପରିବାରରେ ଖୁସି ବୃଦ୍ଧି ହେବ।

ମିଥୁନ : ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଯେଉଁ କାମ ମନପ୍ରାଣ ଢାଳି କରିବେ ତହିଁରେ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ।

କର୍କଟ : ଯାହା ବି ନିଷ୍ପତ୍ତି ନେବେ ଲାଭପ୍ରଦ ହେବ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି। ଯୁବକଙ୍କୁ ଉପାର୍ଜନର ସୁଯୋଗ ମିଳିବ। ପ୍ରେମ ସ˚ପର୍କ ନିବିଡ଼ ହେବ।

ସିଂହ : ସରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ।

କନ୍ୟା : ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।

ତୁଳା : ଅଭିଭାବକଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ବନ୍ଧୁଙ୍କ ଠାରୁ ଉଚିତ ପରାମର୍ଶ ପାଇବେ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଚାକିରିର ସୁଯୋଗ ମିଳିବ।

ବିଛା : ଆଜି ଆପଣ ନିଜର ଚିନ୍ତାକୁ ଦୂର କରି ନିଜକୁ ଶାନ୍ତ ରଖନ୍ତୁ। ନିଜକୁ ବିଶ୍ରାମ ଦିଅନ୍ତୁ। ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

ଧନୁ : ଆପଣଙ୍କ ଦୌନିକ ଜୀବନ ଶୈଳୀରେ ପରିବର୍ତ୍ତନ ଆସିପାରେ। ଆପଣ କୌଣସି ଉତ୍ସବରେ ଯୋଗ ଦେବା ସହ ମଜା କରିପାରିବେ।

ମକର : ଆଜି ଆପଣଙ୍କ ମନ ଏବଂ ମସ୍ତିଷ୍କ ଉଭୟ ମସ୍ତିରେ ରହିବ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

କୁମ୍ଭ : ଆଜି ଆପଣଙ୍କୁ ବାହାରକୁ ଯିବା ପାଇଁ ଇଛା ହେବ। କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ରିସ୍କ ନେଲେ ଲାଭ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।

ମୀନ : ଆଜି ଆପଣ ନିଜ ସାଙ୍ଗମାନଙ୍କ ସହ ସମୟ ବିତାଇବାରେ ବ୍ୟସ୍ତ ରହିବେ। କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

7 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

8 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

10 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

10 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

11 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

12 hours ago