ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶି
ମେଷ : କର୍ମକ୍ଷେତ୍ରରେ ଉନ୍ନତି କରିବେ । ଗୁରୁଜନଙ୍କ ସମ୍ମାନ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।
ବୃଷ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଧୈର୍ଯ୍ୟର ସହ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।
ମିଥୁନ : ପରିବାରରେ ଶାନ୍ତି ମିଳିବ । ସ୍ୱାସ୍ଥ୍ୟର ଯତ୍ନ ନେବା ସହ ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ ।
କର୍କଟ :ମନରୁ ସନ୍ଦେହ ଭାବ ତ୍ୟାଗ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।
ସିଂହ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂଭାବ ଦୂର କଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।
କନ୍ୟା : ସୁସ୍ୱାଦୁ ଭୋଜନ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯୁକ୍ତିତର୍କ ଠାରୁ ଦୂରରେ ରହନ୍ତୁ ।
ତୁଳା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦିନଟି ଭଲରେ କଟିବ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।
ବିଛା : ଅହଂ ଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।
ଧନୁ : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ମକର : ପରିବାରରେ ମନ ମିଳାଇ ଚଳନ୍ତୁ । ମାତାଙ୍କ ସହଯୋଗ ପାଇବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।
କୁମ୍ଭ : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।
ମୀନ : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ଯୋଗ ରହିଛି।