ରାଶିଫଳ

ଆଜି କେମିତି କଟିବ ଆପଣଙ୍କ ଦିନ ଜାଣନ୍ତୁ

ମେଷ: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।

ବୃଷ: ନିତିଦିନିଆ ଜୀବନଶୈଳୀରେ ପରିବର୍ତ୍ତନ ଆଣିବେ। ବେପାରରେ ପୁରୁଣା ନିବେଶ ଅର୍ଥ ଫେରିପାଇବେ। ପରିବାରରେ ଖୁସି ବୃଦ୍ଧି ହେବ।

 

ମିଥୁନ: କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ।

 

କର୍କଟ: ଯାହା ବି ନିଷ୍ପତ୍ତି ନେବେ ଲାଭପ୍ରଦ ହେବ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି। ଯୁବକଙ୍କୁ ଉପାର୍ଜନର ସୁଯୋଗ ମିଳିବ। ପ୍ରେମ ସ˚ପର୍କ ନିବିଡ଼ ହେବ।

 

ସି˚ହ: ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। କୌଣସି ବ୍ୟକ୍ତିଙ୍କ ସହିତ ନୂଆ ପ୍ରକଳ୍ପ ନେଇ ଆଲୋଚନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

 

କନ୍ୟା: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

 

ତୁଳା: ଶରୀର ଫୂର୍ତ୍ତି ରହିବ। ଅଭିଭାବକଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ବନ୍ଧୁଙ୍କ ଠାରୁ ଉଚିତ ପରାମର୍ଶ ପାଇବେ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଚାକିରିର ସୁଯୋଗ ମିଳିବ।

 

ବିଛା: ସରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ।

 

ଧନୁ: ଜରୁରୀ କାମରେ ଜୀବନସାଥୀଙ୍କ ପରାମର୍ଶ ଅବଶ୍ୟ ନିଅନ୍ତୁ। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ। କାରବାରରେ ଧନଲାଭ ହେବ।

 

ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନିଜକୁ ଶକ୍ତିମାନ ଅନୁଭବ କରିବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

 

କୁମ୍ଭ: କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ରିସ୍କ ନେଲେ ଲାଭ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।

 

ମୀନ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଯେଉଁ କାମ ମନପ୍ରାଣ ଢାଳି କରିବେ ତହିଁରେ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ।

Pritiparna

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

17 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

22 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago