ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

mesha

ମେଷ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରଯାତ୍ରା ଯୋଗ ରହିଛି । ଅହଂକାର ତ୍ୟାଗ କରିବା ସହ ଭାବିିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

brushaବୃଷ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

mithunaମିଥୁନ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ମିଳିବ । ଗୁରୁଜନଙ୍କ ସମ୍ମାନ କରିବା ସହ କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

karkataକର୍କଟ : ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ପରିଶ୍ରମ ଅନୁଯାୟୀ ଫଳ ମିଳିବ ନାହିଁ । ପରିବାରରେ ଆଶାନ୍ତି ଦେଖାଦେବ ।

singhaସିଂହ : ସ୍ୱାସ୍ଥ୍ୟ ଉତ୍ତମ ରହିବ । ପରିବାରରେ ଆନନ୍ଦ ମିଳିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

kanyaକନ୍ୟା : ଦୂରଯାତ୍ରା କରନ୍ତୁ ନାହିଁ । ଅହଂକାର ତ୍ୟାଗ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବନ୍ଧୁମିଳନ ଯୋଗ ରହିଛି । ପରିବାରରେ ଶାନ୍ତି ମିଳିବ ।

tulaaତୁଳା : ମନରୁ ସନ୍ଦେହଭାବ ତ୍ୟାଗ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

bichhaବିଛା : ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ସଫଳତା ପାଇବେ । ଆୟ ମଧ୍ୟମ ରହିବ ।

dhanuଧନୁ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦିନଟି ଭଲରେ କଟିବ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।

makaraମକର : ଅହଂ ଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।

kumbhaକୁମ୍ଭ : ପରିବାରରେ ମନ ମିଳାଇ ଚଳନ୍ତୁ । ମାତାଙ୍କ ସହଯୋଗ ପାଇବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

minaମୀନ : କର୍ମକ୍ଷେତ୍ରରେ ସଜାଗ ରହିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ପରିବାରରେ ଅଶାନ୍ତି ଦେଖା ଦେଇପାରେ ।

Leave A Reply

Your email address will not be published.