ରାଶିଫଳ

ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

 

ବୃଷ : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

 

ମିଥୁନ : ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

 

କର୍କଟ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

 

ସି˚ହ : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

 

କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

ତୁଳା :ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

 

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

 

ବିଛା : ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

 

ମକର : ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

 

କୁମ୍ଭ : ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

 

ମୀନ : ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

Pritiparna

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

28 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

47 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

55 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago