ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।ବୃଷ: ନିତିଦିନିଆ ଜୀବନଶୈଳୀରେ ପରିବର୍ତ୍ତନ ଆଣିବେ। ବେପାରରେ ପୁରୁଣା ନିବେଶ ଅର୍ଥ ଫେରିପାଇବେ। ପରିବାରରେ ଖୁସି ବୃଦ୍ଧି ହେବ।
ମିଥୁନ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଯେଉଁ କାମ ମନପ୍ରାଣ ଢାଳି କରିବେ ତହିଁରେ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ।
କର୍କଟ: ଯାହା ବି ନିଷ୍ପତ୍ତି ନେବେ ଲାଭପ୍ରଦ ହେବ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି। ଯୁବକଙ୍କୁ ଉପାର୍ଜନର ସୁଯୋଗ ମିଳିବ। ପ୍ରେମ ସ˚ପର୍କ ନିବିଡ଼ ହେବ।ସି˚ହ: ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। କୌଣସି ବ୍ୟକ୍ତିଙ୍କ ସହିତ ନୂଆ ପ୍ରକଳ୍ପ ନେଇ ଆଲୋଚନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।କନ୍ୟା: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।
ତୁଳା: ଶରୀର ଫୂର୍ତ୍ତି ରହିବ। ଅଭିଭାବକଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ବନ୍ଧୁଙ୍କ ଠାରୁ ଉଚିତ ପରାମର୍ଶ ପାଇବେ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଚାକିରିର ସୁଯୋଗ ମିଳିବ।
ବିଛା: ସରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ।ଧନୁ: ଜରୁରୀ କାମରେ ଜୀବନସାଥୀଙ୍କ ପରାମର୍ଶ ଅବଶ୍ୟ ନିଅନ୍ତୁ। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ। କାରବାରରେ ଧନଲାଭ ହେବ।
ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନିଜକୁ ଶକ୍ତିମାନ ଅନୁଭବ କରିବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

କୁମ୍ଭ: କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ରିସ୍କ ନେଲେ ଲାଭ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।
ମୀନ: କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

25 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

33 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

48 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

54 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago