ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ମକଦ୍ଦମାରେ ବିଜୟୀ ହେବେ। ବାପା-ମା’ଙ୍କ ଆଶୀର୍ବାଦ ମିଳିବ।

କନ୍ୟା: ପିତାଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ବିଚ୍ଛା: ମନ ଖୁସି ରହିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ।

ଧନୁ: ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ। ଦିନଟି ଭଲରେ କଟିବ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଅପରାହ୍ଣରେ ପେଟରେ ଯତ୍ନଣା ଅନୁଭବ କରିପାରନ୍ତି।

କୁମ୍ଭ: ଉପହାର ପାଇବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

KNews Bureau

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

9 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

20 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

49 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

2 hours ago