ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶି

ମେଷ : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

brushaବୃଷ : ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

mithunaମିଥୁନ : ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

karkataକର୍କଟ : ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

singhaସି˚ହ : ବାପାମା’ଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ।

kanyaକନ୍ୟା : ପିତାଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

tulaaତୁଳା : ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

bichhaବିଛା : ଜଳାଶୟଠାରୁ ଦୂରେଇ ରୁହନ୍ତୁ। ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ।

dhanuଧନୁ : ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ।

makaraମକର : ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

kumbhaକୁମ୍ଭ : ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

mina

ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଘରକୁ ଅତିଥି ଆସିପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.