ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।

ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

ମିଥୁନ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

ସି˚ହ : ବନ୍ଧୁଙ୍କ ମାଧ୍ୟମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

ତୁଳା : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

ଧନୁ : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

ମକର : ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

କୁମ୍ଭ : ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

ମୀନ :ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.