ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ବେପାରରେ ସଫଳତା ଓ ଲାଭ ପାଇଁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ବାଦ ବିବାଦ ଠାରୁ ଦୂରେଇ ରହଲେ ଭଲ। ବନ୍ଧୁଙ୍କ ସହିତ ସାକ୍ଷାତ ଆଲୋଚନା ହେବ।

ବୃଷ : ଆପଣଙ୍କର ଜରୁରି କାମ ସ˚ପୂର୍ଣ୍ଣ ହେବ। ସରକାରୀ କ୍ଷେତ୍ରରୁ ଲାଭ ପାଇବେ। ସନ୍ଧ୍ୟାରେ କୌଣସି ଶୁଭ ସମାଚାର ମିଳିପାରେ। ପ୍ରିୟ ବନ୍ଧୁଙ୍କ ସହିତ ସମୟ ବଢ଼ିଆ ବିତିବ।

ମିଥୁନ : ମନରେ ପ୍ରସନ୍ନତା ବଜାୟ ରହିବ। ବଡ଼ କ˚ପାନି ସହିତ ସଉଦା କରିପାରନ୍ତି। ରାଜନୀତିରେ ଆର୍ଥିକ ଲାଭ ହେବ। ପରିବାର ଲୋକଙ୍କ ସହିତ ଅଧିକ ସମୟ ବିତିବ।

କର୍କଟ : କଳ୍ପନା ଶକ୍ତି ଆପଣଙ୍କ ଆଶା ପୂରା କରିବାରେ ସହାୟକ ହେବ। କୌଣସି କାମ ପାଇଁ ସମ୍ମାନିତ ହୋଇପାରନ୍ତି। ବିରୋଧୀମାନେ ପ୍ରଶ˚ସା କରିବେ।

ସିଂହ : ଆପଣଙ୍କର ମନୋଭାବ କୌତୁକିଆ ରହିବ। ବନ୍ଧୁମାନଙ୍କ ସହିତ ଅଧିକ ସମୟ ବିତିବ। ଆପଣଙ୍କୁ କୌଣସି ଶୁଭ ସମାଚାର ମିଳିବ। ଜୀବନସାଥୀଙ୍କ ପ୍ରେମ ଓ ସୁଖ ପାଇବେ।

କନ୍ୟା : ଆଗକୁ ବଢ଼ିବାର ଦିନଟିଏ। ଯାହା ବି କାମ କରିବେ ସଫଳତା ପାଇବେ। ସାମାଜିକ ପଦ ପ୍ରତିଷ୍ଠା ବୃଦ୍ଧି ହେବ। ମହିଳାମାନଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ।

ତୁଳା : ଆଗକୁ ବଢ଼ି ଚାଳନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। କୌଣସି ଉଚ୍ଚପଦ ମିଳିପାରେ। ସରକାରୀ କାମରେ ଲୋକଙ୍କ ସହଯୋଗ ପାଇବେ।

ବିଛା : ପୂଜାପାଠରେ ରୁଚି ବଢ଼ିବ। ବ୍ୟାବସାୟିକ କାମରେ ଦୂର ଯାତ୍ରା। ରାଜନୀତିରେ ଆର୍ଥିକ ଲାଭ। ଦାଂପତ୍ୟ ଜୀବନ ମଧୁରତାରେ ପୂର୍ଣ୍ଣ ରହିବ।

ଧନୁ : ଧୈର୍ଯ୍ୟ ଧରି କାମ କରନ୍ତୁ, ସଫଳ ହେବେ। ବଡ଼ମାନଙ୍କ ମତ ଗ୍ରହଣ କରନ୍ତୁ। ବ୍ୟାବସାୟିକ ମାମଲାରେ ବାହାରକୁ ଯିବା ଲାଗି ଯୋଜନା କରିବେ।

ମକର : ଆପଣଙ୍କୁ କୌଣସି ଅଜ୍ଞାତ ସ୍ରୋତରୁ ଧନଲାଭ ହୋଇପାରେ। ବ୍ୟବସାୟୀଙ୍କ ଲାଗି ଦିନଟି ଅନୁକୂଳ। ଅଫିସରେ କୌଣସି ନୂଆ ଯୋଜନାରେ କାମ କରିପାରନ୍ତି।

କୁମ୍ଭ : ନିଜର ଲକ୍ଷ୍ୟ ସମ୍ବନ୍ଧରେ ବିଚାର ବିମର୍ଶ କରିବେ। ସରକାରୀ କାମରେ ଲାଭ ମିଳିବାର ଯୋଗ। ରାଜନୀତିକ କାମରେ ରୁଚି ରହିବ। ଜୀବନସାଥୀଙ୍କ ଠାରୁ ଭଲ ଖବର ପାଇବେ।

ମୀନ : ମନରେ ଥିବା ନକରାତ୍ମକ ଚିନ୍ତା ସମାପ୍ତ ହୋଇଯିବ। ଜୀବନସାଥୀଙ୍କ ସହିତ ଧର୍ମସ୍ଥାନକୁ ଯିବାର ଯୋଜନା କରିବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ।

KNews Bureau

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

14 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

25 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

36 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

2 hours ago