Categories: ରାଶିଫଳ

କେମିତି କଟିବ ଆଜିର ଦିନ !

ମେଷ : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ହେବ ।

ବୃଷ : ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

ମିଥୁନ : ଅହଂଭାବ ଦୂର କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହିବା ଭଲ ।

କର୍କଟ : ମନକୁ ଆୟତ୍ତରେ ରଖନ୍ତୁ । ପରିବାରରେ ମନ ମିଳାଇ ଚଳନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ସିଂହ : ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ ।

କନ୍ୟା : ପରାକ୍ରମ କ୍ଷେତ୍ରରେ ଜୟ ଲାଭ କରିବେ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ ।

ତୁଳା : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।

ବିଛା : ଗୁରୁଜନଙ୍କ ସମ୍ମାନ କରନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ଅଶାନ୍ତି ଦେଖାଦେବ ।

ଧନୁ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

ମକର : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

କୁମ୍ଭ : ପିତାଙ୍କ ଶରୀର ଅସୁସ୍ଥ ରହିବ । ପରିବାର ସହଯୋଗ ପାଇବେ । ଭ୍ରମଣ ଯୋଗ ରହିଛି ।

ମୀନ : ଧର୍ମକାର୍ଯ୍ୟରେ ଯୋଗ ଦେବେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ସୁସ୍ୱାଦୁ ଭୋଜନ କରିବେ ।

KNews Bureau

Recent Posts

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

11 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

47 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

48 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

53 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

58 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

1 hour ago