ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ: ନୂତନ ଓ ପୁରାତନ ଯୋଜନା ଫଳପ୍ରଦ ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

brushaବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ।

mithunaମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ମନ ପ୍ରଫୁଲ୍ଲ ରହିବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ।

karkataକର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

singhaସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

kanyaକନ୍ୟା: ସନ୍ତାନର ଉନ୍ନତିରେ ଖୁସି ହେବେ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

tulaaତୁଳା: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ସାକ୍ଷାତ କରିବେ।

bichhaବିଚ୍ଛା:ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

dhanuଧନୁ: ଦିନଟି ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

makaraମକର: ଆଶା କରୁଥିବା କାମଟି ସହଜ ହୋଇଯିବ। ଲେଖାପଢାରୁ ଶୁଭଫଳ ମିଳିବ। ଦୂରେଇଯାଇଥିବା ବନ୍ଧୁ ଅତି ଆପଣାର ହେବେ।

kumbhaକୁମ୍ଭ: ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଅଟକି ରହିଥିକା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନୂତନ ଯାନବାହନ କିଣିପାରନ୍ତି।

minaମୀନ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଇଶ୍ୱରଙ୍କୁ ଆରାଧନା କରନ୍ତୁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.