Categories: ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଆଜି ଆପଣ ବାହାରକୁ ବୁଲିବାକୁ ଯାଇପାରନ୍ତି। ନୂଆ ସାଙ୍ଗ କରିବେ।

ବୃଷ : ବିଦେଶ ଯାତ୍ରା ସଫଳ ହେବ । ପରିବାରର ସହଯୋଗ ମିଳିବ । ପରାକ୍ରମ କ୍ଷେତ୍ରରେ ବିଜୟ ଲାଭ କରିବେ ।

ମିଥୁନ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଶରୀର ଅସୁସ୍ଥ ରହିବ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

କର୍କଟ : କୌଣସି କାମରେ ଆପଣ ସଫଳତା ପାଇପାରିବେ। ବିଦ୍ୟାର୍ଥୀମାନଙ୍କୁ ସଫଳତା ମିଳିବ। ଚାକିରୀ କ୍ଷେତ୍ରରେ ଲାଭ ପାଇବେ।

ସିଂହ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ସ୍ଥିରମନରେ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

କନ୍ୟା : ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ ।

ତୁଳା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବିଛା : ଭାବିଚିନ୍ତି ଧନ ନିବେଶ କରନ୍ତୁ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ । କ୍ରୋଧ ନିୟନ୍ତ୍ରଣରେ ରଖନ୍ତୁ ।

ଧନୁ : ଧନଲାଭ ଯୋଗ ରହିଛି । ପରିବାରରେ ମନ ମିଳାଇ ଚଳନ୍ତୁ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ ।

ମକର : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ ।

କୁମ୍ଭ : କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

 

ମୀନ : ଆପଣଙ୍କ ମଧୁର ବ୍ୟବହାର ଲୋକମାନଙ୍କୁ ପ୍ରଭାବିତ କରିବ। ଧ୍ୟାନ ରଖନ୍ତୁ ଏହି ପରିବର୍ତ୍ତନ କେବଳ ବାହାରୁ ନୁହେଁ ଭିତରୁ ହେବା ଉଚିତ।

KNews Bureau

Recent Posts

ଜୁଆଣି ଖାଇବାର ଉପକାରିତା, ୟୁରିକ୍‌ ଏସିଡ୍‌ ଏବଂ କୋଷ୍ଠକାଠିନ୍ୟ ଭଳି ସମସ୍ୟାରୁ ମିଳିବ ମୁକ୍ତି

ଆଜିର ପରିବର୍ତ୍ତିତ ଲାଇଫ୍‌ ଷ୍ଟାଇଲ୍‌ରେ, ଯୁବକ ଠାରୁ ମଧ୍ୟମ ବୟସ୍କର ଲୋକ ସମସ୍ତେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି…

4 mins ago

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

11 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

25 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

31 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

1 hour ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago