ଜାଣନ୍ତୁ ଆଜିର ଭାଗ୍ୟ !

mesha

ମେଷ : ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।brushaବୃଷ : ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଅପରାହ୍ନ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

mithunaମିଥୁନ : ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

karkataକର୍କଟ : ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

singhaସିଂହ : ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

kanyaକନ୍ୟା : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

tulaaତୁଳା : କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।bichhaବିଛା : ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି।

dhanuଧନୁ : ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

makaraମକର : ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

kumbhaକୁମ୍ଭ : ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

minaମୀନ : ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.