ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।ବୃଷ : ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଅପରାହ୍ନ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ : ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ : ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ : ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

କନ୍ୟା : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

ତୁଳା : କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।ବିଛା : ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି।

ଧନୁ : ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ମକର : ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ : ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ମୀନ : ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

Pritiparna

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

14 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

29 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

44 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

54 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago