Below header

ଜାଣନ୍ତୁ ଆଜିର ଭାଗ୍ୟ !

mesha

ମେଷ : ସୁସ୍ୱାଦୁ ଭୋଜନ ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।

brushaବୃଷ : ବାଣୀ ନିୟନ୍ତ୍ରଣରେ ରଖିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ମାନସିକ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

mithunaମିଥୁନ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

karkataକର୍କଟ : ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବିଦ୍ୟାର୍ଥୀ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ । ପରିବାରରେ ମନମିଳାଇ ଚଳନ୍ତୁ ।

singhaସିଂହ : ଗୁରୁଜନଙ୍କ ସମ୍ମାନ କରିବା ସହ କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ବନ୍ଧୁମିଳନ ଯୋଗ ରହିଛି । ଆଜି ଦିନଟି ଭଲରେ କଟିବ ।

kanyaକନ୍ୟା : ପରିବାରର ସହଯୋଗ ମିଳିବ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

tulaaତୁଳା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ମାନସିକ ଅଶାନ୍ତି ଦେଖାଦେବ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

bichhaବିଛା : ସୁସ୍ୱାଦୁ ଭୋଜନ ସହ ମାନସମ୍ମାନ ପ୍ରାପ୍ତି ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ପରିବାରରେ ସମସ୍ୟା ଦେଖା ଦେଇପାରେ ।

dhanuଧନୁ : ଆୟ ମଧ୍ୟମ ରହିବ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

makaraମକର : ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ ।

kumbhaକୁମ୍ଭ : ପରିବାରରେ ଅଶାନ୍ତି ଦେଖାଦେବ । ମାନ ସମ୍ମାନ ପ୍ରାପ୍ତି ହେବ । ମାନସିକ ଅଶାନ୍ତି ଭୋଗ କରିବେ ।

minaମୀନ : ପରିବାରରେ ମନ ମିଳାଇ ଚଳନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ । କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.