Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ସୁସ୍ୱାଦୁ ଭୋଜନ ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।

ବୃଷ : ବାଣୀ ନିୟନ୍ତ୍ରଣରେ ରଖିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ମାନସିକ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

ମିଥୁନ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

କର୍କଟ : ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବିଦ୍ୟାର୍ଥୀ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ । ପରିବାରରେ ମନମିଳାଇ ଚଳନ୍ତୁ ।

ସିଂହ : ଗୁରୁଜନଙ୍କ ସମ୍ମାନ କରିବା ସହ କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ବନ୍ଧୁମିଳନ ଯୋଗ ରହିଛି । ଆଜି ଦିନଟି ଭଲରେ କଟିବ ।

କନ୍ୟା : ପରିବାରର ସହଯୋଗ ମିଳିବ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ତୁଳା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ମାନସିକ ଅଶାନ୍ତି ଦେଖାଦେବ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

ବିଛା : ସୁସ୍ୱାଦୁ ଭୋଜନ ସହ ମାନସମ୍ମାନ ପ୍ରାପ୍ତି ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ପରିବାରରେ ସମସ୍ୟା ଦେଖା ଦେଇପାରେ ।

ଧନୁ : ଆୟ ମଧ୍ୟମ ରହିବ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ମକର : ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ ।

କୁମ୍ଭ : ପରିବାରରେ ଅଶାନ୍ତି ଦେଖାଦେବ । ମାନ ସମ୍ମାନ ପ୍ରାପ୍ତି ହେବ । ମାନସିକ ଅଶାନ୍ତି ଭୋଗ କରିବେ ।

ମୀନ : ପରିବାରରେ ମନ ମିଳାଇ ଚଳନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ । କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

KNews Bureau

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

19 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

30 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

43 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

46 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago