Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ

ମେଷ : ବେପାର ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ । ଗୁରୁଜନଙ୍କ ସହଯୋଗ ମିଳିବ । ସୁସ୍ୱାଦୁ ଭୋଜନ କରିବେ ।

ବୃଷ : ବିଦେଶ ଯାତ୍ରା ସଫଳ ହେବ । ପରିବାରର ସହଯୋଗ ମିଳିବ । ପରାକ୍ରମ କ୍ଷେତ୍ରରେ ବିଜୟ ଲାଭ କରିବେ ।

ମିଥୁନ : ଧନ ଲାଭ ହେବା ସହ ମାନ ସମ୍ମାନ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

କର୍କଟ : ସୁସ୍ୱାଦୁ ଭୋଜନ କରିବେ । ଅହଙ୍କାର ତ୍ୟାଗ କରନ୍ତୁ । ପାରିବାରିକ ସମସ୍ୟା ଦେଖା ଦେଇପାରେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ସିଂହ : ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ମନ ଆୟତ୍ତରେ ରଖନ୍ତୁ । ସନ୍ଦେହ ଭାବ ତ୍ୟାଗ କରନ୍ତୁ ।

କନ୍ୟା : କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

ତୁଳା : କର୍ମକ୍ଷେତ୍ରର ସଫଳତା ମିଳିବ । ସୁସ୍ୱାଦୁ ଭୋଜନ କରିବେ । ସନ୍ଦେହ ଭାବ ତ୍ୟାଗ କରନ୍ତୁ । ଆଜି ଦିନଟି ଭଲରେ କଟିବ ।

ବିଛା : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

ଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ମକର : ପାରିବାରିକ ସମସ୍ୟା ଦୂର ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

କୁମ୍ଭ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ପରିବାରର ସହଯୋଗ ମିଳିବ ।

ମୀନ : ବେପାର ବାଣିଜ୍ୟରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago